You are here

Back to top

Mane Mane (ମନେ ମନେ) (Paperback)

Mane Mane (ମନେ ମନେ) Cover Image
$14.00
Usually Ships in 1-5 Days
(This book cannot be returned.)

Description


ଓଡ଼ିଆ ସାହିତ୍ୟକୁ ବୈଷ୍ଣବ ଚରଣଙ୍କ ଶ୍ରେଷ୍ଠ ଅବଦନା 'ମନେ ମନେ' ଉପନ୍ୟାସ । ଏହା ୧୯୨୫-୨୬ରେ ରଚିତ ଏବଂ ୧୯୨୭ ମସିହାରେ ମନୋମୋହନ ପ୍ରେସ୍], କଟକରୁ ପ୍ରକାଶିତ । ଉପନ୍ୟାସର ପ୍ରଥମ ଖଣ୍ଡ 'ମେରା ଭାଇରେ' ୫ଟି ପରିଚ୍ଛେଦ, ଦ୍ୱିତୀୟ ଖଣ୍ଡ 'ଠକ'ରେ ୮ଟି ପରିଚ୍ଛେଦ, ତୃତୀୟ ଖଣ୍ଡ 'ଠକ ଋଣ'ରେ ୬ଟି ପରିଚ୍ଛେଦ ଓ ଚତୁର୍ଥ ଖଣ୍ଡ 'ମନେ ମନେ'ରେ ୬ଟି ପରିଚ୍ଛେଦ ସ୍ଥାନ ପାଇଛି । ଶେଷ ଖଣ୍ଡର ନାମ ଅନୁଯାୟୀ ଏହାର ନାମକରଣ ରଖାଯାଇଛି । ଉପନ୍ୟାସର ଚରିତ୍ରମାନଙ୍କର ମାନସିକ କ୍ରିୟ-ପ୍ରତିକ୍ରିୟାର ଚମତ୍କାର ଉପସ୍ଥାପନା ଏହାକୁ ପ୍ରଥମ ଓଡ଼ିଆ ମନସ୍ତାତ୍ତ୍ୱିକ ଉପନ୍ୟାସର ମର୍ଯ୍ୟାଦା ପ୍ରଦାନ କରିଛି । ଉପନ୍ୟାସର ଚରିତ୍ର ନୀଳୁ, କନକ, ରଙ୍ଗି ଓ ନିଧିବାବୁଙ୍କ ମନର ଦ୍ୱନ୍ଦ୍ୱ ଉପନ୍ୟାସକୁ ପ୍ରଭାବଶାଳୀ କରିଛି ।


Product Details
ISBN: 9781645604167
ISBN-10: 1645604160
Publisher: Black Eagle Books
Publication Date: July 12th, 2023
Pages: 138
Language: Oriya

Welcome to Next Page!

   

 

Click below to read our Newsletter!

April Newsletter

Check out our Author Resource page at the link below

Author Resource Page

Our Pre-Orders are here! Check out what we have in store!

Pre-Order